ମେ’ ମାସରେ ବାତ୍ୟା ନେଇ ଘନେଇବାରେ ଲାଗିଛି ଆଶଙ୍କା । ହେଲେ ପୂର୍ବ ଆକଳନରେ କୌଣସି ପରିବର୍ତ୍ତନ କରାଯାଇନଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଇଏମଡିର ସୂଚନା ଅନୁସାରେ ମେ’ ୫ ତାରିଖ ଆଡକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏହା ସହ ଆଇଏମଡି ପକ୍ଷରୁ କୁହାଯାଇଛି ଯେ, ବାତ୍ୟା ହେବା ନେଇ ଅନ୍ୟ ମଡେଲ ଆକଳନ କରୁଛନ୍ତି । ଅନ୍ୟ ମଡେଲ ଉପରେ ନଜର ରଖାଯାଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏପଟେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍