ମେକ୍ ଇନ ଓଡିଶା ୱେବସାଇଟ ଓ ମୋବାଇଲ ଆପ୍ ଲଞ୍ଚ୍ କଲେ ମୁଖ୍ୟମନ୍ତ୍ରୀ । ପ୍ରତିନିଧିମାନେ ସର୍ବଦଳୀୟ ଅଧିବେଶନ, ଥିମେଟିକ୍ ଅଧିବେଶନ, ବ୍ୟବସାୟ ନେତୃତ୍ୱ ଆଲୋଚନା, ସେକ୍ଟରାଲ୍ ଅଧିବେଶନ ଏବଂ ପୋର୍ଟାଲରେ ବକ୍ତାମାନଙ୍କ ସବିଶେଷ ତଥ୍ୟ ପାଇପାରିବେ । ସେହିପରି କନକ୍ଲେଭ ପାଇଁ ପ୍ରତିନିଧି ମାନେ ପଞ୍ଜୀକୃତ କରି ଭ୍ରମଣ ସମୟରେ ସେମାନଙ୍କର ଯାତ୍ରା ଏବଂ ରହଣି ବୁକ୍ କରିପାରିବେ । ଆଣ୍ଡ୍ରଏଡ୍ ୟୁଜର ମାନେ ପ୍ଲେଷ୍ଟୋରରୁ ଏହି ମୋବାଇଲ ଆପ୍ ଡାଉନଲୋଡ କରିପାରିବେ । ସେହିପରି ଆପଲ୍ ଆପ୍ ଷ୍ଟୋରରେ ଆପଲ୍ ୟୁଜର ମାନଙ୍କ ପାଇଁ ଏହି ମୋବାଇଲ ଆପ୍ ଉପଲବ୍ଧ ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍