ଆଜିଠୁ ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ଇ ଆଡମିସନ ପାଇଁ ଆବଦେନ ପ୍ରକ୍ରିୟା ଆରମ୍ଭ ହେବ । ଆଡମିଶନ କରିପାରିନଥିବା ଛାତ୍ରଛାତ୍ରୀଙ୍କ ପାଇଁ ପୁଣି ଥରେ ସୁଯୋଗ । ପ୍ରଥମ ପର୍ଯ୍ୟାୟ ଇ-ଆଡମିଶନରୁ ବଞ୍ଚିତ ଛାତ୍ରଛାତ୍ରୀ ଦ୍ବିତୀୟ ପର୍ଯ୍ୟାୟ ଇ ଆଡମିଶନ ପାଇଁ ଆବେଦନ କରିପାରିବେ । ତେବେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଇ ଆଡ଼ମିସନ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଯେଉଁମାନେ ପ୍ରଥମ ପର୍ଯ୍ୟାୟ ଯୁକ୍ତ ଦୁଇ ଆଡମିଶନ ପ୍ରକ୍ରିୟାରେ ଆବେଦନ କରିପାରି ନଥିଲେ । ସେମାନେ ଏହି ଦ୍ବିତୀୟ ପର୍ଯ୍ୟାୟ ନାମଲେଖାରେ ଭାଗ ନେଇପାରିବେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍