ଅଭିନେତା ରାଇମୋହନ ପରିଡ଼ା ସୁଇସାଇଡ ମାମଲା । ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ଖୋଲିଲା ସାଂଘାତିକ ତଥ୍ୟ । ଶ୍ୱାସରୁଦ୍ଧରୁ ତାଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି । ହାଙ୍ଗିଂ ଯୋଗୁ ଶ୍ୱାସରୁଦ୍ଧ ହୋଇ ରାଇମୋହନଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ସ୍ପଷ୍ଟ ହୋଇଛି । ବେକରେ ପୂର୍ବରୁ ଏକ ଆଘାତ ରହିଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ଅଛି । ତେବେ ରାଇମୋହନଙ୍କ ବେକରେ କିପରି ଆସିଲା ଏହି ଦାଗ । ତାହାକୁ ନେଇ ଆହୁରି ବଢ଼ିଲା ସସପେନ୍ସ । ତେବେ ଏହି ରିପୋର୍ଟକୁ ପୋଲିସକୁ ହସ୍ତାନ୍ତର କରାଯାଇଥିବା କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି । ସେପଟେ ରାଇମୋହନଙ୍କ ଭିସେରା ରିପୋର୍ଟ ଫରେନ୍ସିକ ଲ୍ୟାବ୍କୁ ଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା