ରାଜଧାନୀ ଉପକଣ୍ଠ ଚନ୍ଦକାରେ ବିଭତ୍ସ ହତ୍ୟାକାଣ୍ଡ । ପାଇକପୁର ପାହାଡ଼ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ହେଲେ ବଂଶୀଧର , ସେ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ୟ କରନ୍ତ ବୋଲି ସୂଚନା ରହିଛି । ପାଇକପୁର ପାହାଡ଼ ତଳେ ବଂଶୀଧରଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହାପରେ ତୁରନ୍ତ ଚନ୍ଦକା ଥାନାକୁ ଖବର ଦେଇଥିଲେ । ଚନ୍ଦକା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନେଇପାରେ ପୋଲିସ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି