ପାଖେଇ ଆସୁଛି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏନେଇ ଉତ୍ସବମୁଖର ଗାଁଠୁ ସହର । ତେବେ ନୂଆଁଖାଇରେ ବନ୍ଦ ରହିବ ବ୍ୟାଙ୍କ୍ । ପଶ୍ଚିମ ଓଡିଶାର ଗଣପର୍ବକୁ ଆଖିରେ ରଖି ବନ୍ଦ ରହିବ ବ୍ୟାଙ୍କ । ଏନେଇ ରାଜ୍ୟ ରାଜସ୍ୱ ବିଭାଗ ଏହି ବଡ ଘୋଷଣା କରିଛି । ବ୍ୟାଙ୍କ ଏବଂ ଅନ୍ୟ ବିତ୍ତୀୟ ସଂସ୍ଥାନ ଏହି ଦିନ ବନ୍ଦ ରହିବ । ଆସନ୍ତା ସେପ୍ଟେମ୍ବର ୧ ତାରିଖରେ ନୂଆଁଖାଇ ପର୍ବ ପାଳନ ହେବ । ଯାହାକୁ ନେଇ ଏହି ବଡ ଘୋଷଣା କରାଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍