ରାଜ୍ୟରେ ବଢୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ରୁ ରହି ଥିବାବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୯, ୧୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା