ରାଜ୍ୟରେ ଧିରେ ଧିରେ ବଢୁଛି ଶୀତ । ଆସନ୍ତା ୩ଦିନ ମଧ୍ୟରେ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ତାପମାତ୍ରା । ଫଳରେ ରାତିରେ ଶୀତ ଅନୁଭୂତ ହେବ । ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ପବନ ବହୁଥିବାରୁ ଧିରେ ଧିରେ ବଢୁଛି ଶୀତ । ବୌଦ୍ଧ ଓ ଫୁଲବାଣୀ ଠାରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଶୀତ ବଢିବ ବୋଲି ପାଣିପାଗ କେନ୍ଦ୍ର କହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା