କଟକ ଖପୁରିଆରେ ବଡ ଧରଣର ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ରୁଚି ଫ୍ୟାକ୍ଟ୍ରିରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ମିଳିଥିବା ସୂଚନା ଅନୁସାରେ ନିଆଁକୁ ସଂମ୍ପୂର୍ଣ୍ଣ ଭାବେ ଆୟତ୍ତ କରାଯାଇଛି । ତେବେ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏହାସହ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ତାହା ଜଣାପଡିନି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍