ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏ ++ ମାନ୍ୟତା । ନାକ୍ ଟିମର ପରିଦର୍ଶନ ପରେ ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି । କିଛି ଦିନ ତଳେ ୫ ଜଣିଆ ଟିମ୍ ଅନୁଧ୍ୟାନ କରିଥିଲେ । ରେଭେନ୍ସା କ୍ୟାମ୍ପସର ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ସହ କ୍ୟାମ୍ପସର ଶୈଖିକ ବାତାବରଣ, କ୍ୟାମ୍ପସର ଏକାଡେମିକ୍ ରେକର୍ଡକୁ ଅନୁଧ୍ୟାନ କରି ଏ ପ୍ଲସ ପ୍ଲସ ମାନ୍ୟତା ମିଳିଥିବା କହିଛନ୍ତି ରେଭେନ୍ସା କର୍ତ୍ତୃପକ୍ଷ । ପ୍ରଥମ ଥର ପାଇଁ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏଭଳି ମାନ୍ୟତା ମିଳିଥିବା କହିଛନ୍ତି ରେଜିଷ୍ଟାର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା