ବାହାନଗା ଟ୍ରେନ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟ ପାଇଁ ଏମଆଇ- ୧୭ ହେଲିକପ୍ଟର ନିୟୋଜିତ । ଏହାକୁ ନିୟୋଜିତ କରିଛି ଭାରତୀୟ ବାୟୁସେନା । ଘଟଣାର ସ୍ଥିତି ଜାଣିବାକୁ ରେଲୱେ ବିଭାଗ ସହ ଯୋଗାଯୋଗ କରିଛନ୍ତି ବାୟୁସେନା ଅଧିକାରୀ । ଦୁର୍ଘଟଣାରେ ୨ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି । ଉଦ୍ଧାର କାର୍ଯ୍ୟ ପାଇଁ ଆହୁରି ୩ ଘଣ୍ଟା ସମୟ ଲାଗିବ । ଆହତଙ୍କ ସଂଖ୍ୟା ଆଉ ବୃଦ୍ଧି ପାଉନାହିଁ କିନ୍ତୁ ମୃତକଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବପ୍ରଦୀପ ଜେନା ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍