ଆହୁରି ଶକ୍ତିଶାଳୀ ହେଲା ଭାରତୀୟ ବାୟୁସେନା । ସୁପରସୋନିକ ମିଜାଇଲ ବ୍ରହ୍ମୋସର ପରିବର୍ଦ୍ଧିତ ରେଞ୍ଜ ଭର୍ସନର ସଫଳ ପରୀକ୍ଷଣ କରାଯାଇଛି । Su-30 MKI ବିମାନରୁ ବ୍ରହ୍ମୋସର କରାଯାଇଛି ସଫଳ ପରୀକ୍ଷା । ବ୍ରହ୍ମୋସର ପରିବର୍ଦ୍ଧିତ ରେଞ୍ଜ ଭର୍ସନର ପରୀକ୍ଷଣ ହୋଇଥିବାବେଳେ ଏକ ଜାହାଜକୁ ଟାର୍ଗେଟ କରିଥିଲା କ୍ଷେପଣାସ୍ତ୍ର । ସୁପରସୋନିକ କ୍ରୁଜ ମିସାଇଲକୁ ବଙ୍ଗୋପସାଗରରେ ପରୀକ୍ଷା କରାଯାଇଥିବାବେଳେ ସମୁଦ୍ର ଓ ଭୂପୃଷ୍ଠରେ ଥିବା ଲକ୍ଷ୍ୟ ସ୍ଥଳକୁ ଭେଦ କରିପାରିବାର ସାମର୍ଥ୍ୟ ହାସଲ କରିଛି ବ୍ରହ୍ମୋସ । ଦୀର୍ଘ ଦୂରଗାମୀ କ୍ଷେପଣାସ୍ତ୍ର ବ୍ରହ୍ମୋସର ପରୀକ୍ଷା ନେଇ ସୂଚନା ଦେଇଛି ପ୍ରତିରକ୍ଷା ମନ୍ତ୍ରାଳୟ । ଏହି ଧରଣର କ୍ଷେପଣାସ୍ତ୍ର ଯୋଗୁ ଶକ୍ତିଶାଳୀ ହେବା ବାୟୁସେନା ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ