ଚତୁର୍ଥ ଦିନରେ ହକି ବିଶ୍ବକପ୍ ୨୦୨୩ । ତେବେ ଆଜି ମୋଟ୍ ଚାରୋଟି ମ୍ୟାଚ ଖେଳାଯିବ । ବିର୍ସା ମୁଣ୍ଡାରେ ଦୁଇଟି ଓ କଳିଙ୍ଗ ଷ୍ଟାଡିୟମରେ ଦୁଇଟି ମ୍ୟାଚ ଖେଳାଯିବ । ଦିନ ଗୋଟାଏରେ ପୁଲ୍ ସିର ଟିମ୍ ମାଲେସିଆ ଓ ଚିଲି ମଧ୍ୟରେ ଟକ୍କର ହେବ। ଏଥିସହ ଦିନ ୩ଟାରେ ପୁଲ୍ ସିର ନ୍ୟୁଜିଲାଣ୍ଡ ଓ ନେଦରଲ୍ୟାଣ୍ଡସ ମଧ୍ୟରେ ମ୍ୟାଚ ହେବ । ଏହି ଦୁଇଟି ମ୍ୟାଚ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ । ସେହିପରି କଳିଙ୍ଗ ଷ୍ଟାଡିୟମରେ ସଂଧ୍ୟା ୫ଟାରେ ହେବ ବଡ଼ ଟକ୍କର । ପୁଲ ଏର ଟିମ୍ ଫ୍ରାନ୍ସ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟକ୍କର ହେବ । ପରେ ସଂଧ୍ୟା ୭ଟାରେ ଆର୍ଜେଣ୍ଟିନା ଓ ଅଷ୍ଟ୍ରେଲିଆ ମଧ୍ୟରେ ଟକ୍କର ହେବ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି