ବୁଧବାରଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ । ଏହା ପୂର୍ବରୁ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଶୀତ ଅଧିବେଶନରେ ଦଳର ରଣନୀତି କ’ଣ ରହିବ ସେନେଇ ଏହି ବୈଠକରେ ଆଲୋଚନା ହୋଇଛି । ଏବଂ ଅଧିବେଶନରେ ଦଳ କେଉଁ ସବୁ ପ୍ରସଙ୍ଗ ଉଠାଇବ ତା’ର ଏକ ତାଲିକା ପ୍ରସ୍ତୁତ କରାଯାଇଥିବା ଜଣାପଡ଼ିଛି । କଂଗ୍ରେସ ଶୀତ ଅଧିବେଶନରେ ଗୃହରେ ମୋଟ୍ ୧୪ଟି ପ୍ରସଙ୍ଗରେ ଘେରିବାକୁ ପ୍ରସ୍ତୁତ ହୋଇଛି । ଯେଉଁଥିରେ ଦରବୃଦ୍ଧି, ବେକାରୀ ସମସ୍ୟା, ଚୀନ୍ ସହ ସୀମା ବିବାଦ ଏବଂ ବିଚାରପତି ନିଯୁକ୍ତିକୁ ନେଇ ନିକଟରେ କେନ୍ଦ୍ର ସରକାର ଏବଂ ସୁପ୍ରିମକୋର୍ଟ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବ ବୋଲି ସୂଚନା ରହିଛି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ