ଆଜି ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ । ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ସକାଳେ ମଙ୍ଗଳ ଆଳତି ପରେ ସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଛି । ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ । ସକାଳ ୯ଟାରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ । ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ରୁ ସାଢେ ୬, ରାତି ୯ରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ସାଧାରଣ ଭକ୍ତ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍