ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା ମାଣ୍ଡୋସ । ଲଘୁଚାପ ସକ୍ରିୟ ଥିବା ବେଳେ ଆଜି ସଂଧ୍ୟାରେ ଏହା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି । ଦକ୍ଷିଣ ଆନ୍ଧ୍ର ଉପକୂଳ ସମୁଦ୍ର ଆଖପାଖରେ ବାତ୍ୟା ପହଞ୍ଚିବା ସମ୍ଭାବନା ରହିଛି । ତେବେ ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ