ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ତେଣୁ କ୍ୟାବିନେଟ୍ରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି