ଓଡିଶା ଉପକୂଳରୁ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ଆକାଶ ମିସାଇଲର ନ୍ୟୁ ଭର୍ସନ (AKASH-NG)ର ସଫଳ ପରୀକ୍ଷଣ ହୋଇଛି । ସକାଳ ୧୦ ଟା ୩୦ ମିନିଟରେ ହୋଇଛି ଏହି ପରୀକ୍ଷଣ । ସଫଳତାର ସହିତ ଟାର୍ଗେଟ ହିଟ୍ କରିଥିବା ନେଇ ସୂଚନାଦେଛି ଡିଆରଡିଓ । ଏହାପରେ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହି ଆକାଶ ମିସାଇଲର ନ୍ୟୁ ଜେନେରେସନ ଭର୍ସନର ଲକ୍ଷ୍ୟଭେଦ କ୍ଷମତା ୪୫ରୁ ୫୦ କିଲୋମିଟର ରହିଛି।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ