ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ୨୦୨୪ ସାଧାରଣ ନିର୍ବାଚନକୁ ଆଖିରେ ରଖି ଏହି ବୈଠକ ବସିଥିବା ସୂଚନା ରହିଛି । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଦଳର ସଭାପତି ଜେପି ନଡ୍ଡା, ଦଳର ସାଧାରଣ ସମ୍ପାଦକ ବି.ଏଲ ସନ୍ତୋଷ ସମସ୍ତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି । ସାଧାରଣ ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ରହିଛି । ତେଣୁ ନିର୍ବାଚନ ମୁକାବିଲା ପାଇଁ ଏହି ବୈଠକ ବସିଥିବା ସୂଚନା ରହିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍