ହାରିବା ଭୟରେ ବିଜେପିର ହୀନ ହିଂସା । ବିଧାୟକ ସୁଶାନ୍ତ ସିଂ ଙ୍କ ସୁରକ୍ଷା ବୃଦ୍ଧି କରିବାକୁ ଦାବି । ଏନେଇ ଅତିରିକ୍ତ ସିଇଓଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି ବିଜେଡି ଟିମ୍ । ପଦମପୁର ଉପନିର୍ବାଚନରେ ହିଂସାତ୍ମକ ଆକ୍ରମଣ କରିବାକୁ ଉଦ୍ୟମ କରୁଛି ବିଜେପି । ୨୦୧୮ ବିଜେପୁର ଉପନିର୍ବାଚନରେ ବିଜେପିର ଦୁଇଜଣ ତାରକା ପ୍ରଚାରକ ବିଜେଡି ବିଧାୟକ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ଆକ୍ରମଣ କରିଥିଲେ । ସେମାନେ ଏବେ ବେଲ୍ରେ ଅଛନ୍ତି । ଏଥରକ ବି ବିଧାୟକ ସୁଶାନ୍ତ ସିଂହଙ୍କ ଉପରେ ଆକ୍ରମଣ ପାଇଁ ସେ ଦୁଇଜଣ ଷ୍ଟାର ପ୍ରଚାରକ ଯୋଜନା କରୁଛନ୍ତି । ଯାହାକୁ ନେଇ ବିଧାୟକ ସୁଶାନ୍ତ ସିଂ ଙ୍କ ସୁରକ୍ଷା ବୃଦ୍ଧି କରିବାକୁ ଦାବି ହୋଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍