ଆସନ୍ତା ମେ ମାସରେ ଓଜେଇଇ-୨୦୨୩ ପରୀକ୍ଷା । ମେ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ପରୀକ୍ଷା ହୋଇପାରେ । ଏନେଇ ଆଜିଠୁ ଆବଦେନ କରିପାରିବେ ଛାତ୍ରଛାତ୍ରୀ । ମାର୍ଚ୍ଚ ୩୦ ତାରିଖ ପର୍ଯ୍ୟନ୍ତ ଆଗ୍ରହୀ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଏଥିପାଇଁ ବିଜ୍ଞପ୍ତି ପ୍ରକାଶ କରିଛି ଓଜେଇଇ । ସିବିଟି ମୋଡରେ ପ୍ରବେଶିକା ପରୀକ୍ଷା କରାଯିବ । ଏଥିପାଇଁ ଅନଲାଇନରେ ଆବେଦନପତ୍ର ପୂରଣ କରିପାରିବେ ଛାତ୍ରଛାତ୍ରୀ । OJEE ଓ୍ୱେବସାଇଟ www.ojee.nic.inରେ ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା