ବିଦେଶରେ ଆଉ ଅସୁବିଧା ଭୋଗିବେନି ଭାରତୀୟ । ସୁଗମ ହେଲା ଆନ୍ତର୍ଜାତିକ ଡ୍ରାଇଭିଂ ପରମିଟ୍ ପ୍ରଦାନ ବ୍ୟବସ୍ଥା । ଏନେଇ କେନ୍ଦ୍ର ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଏବଂ ଏସଂପକର୍ରେ ଚଳିତମାସ ୨୬ତାରିଖରେ ଏକ ବିଧିବଦ୍ଧ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି । ଭାରତ ଆନ୍ତର୍ଜାତିକ ସଡକ ପରିବହନ ଚୁକ୍ତି ୧୯୪୯ ରେ ସ୍ୱାକ୍ଷର କରିଥିବାରୁ ଆଇଡିପି ବା ଆର୍ନ୍ତଜାତିକ ଡ୍ରାଇଭିଂ ପରିମିଟ୍ ଯୋଗାଇ ଦେବାକୁ ବାଧ୍ୟ । ଭାରତ ଏହି ଚୁକ୍ତି ଅନୁସାରେ ଅନ୍ୟାନ୍ୟ ଦେଶର ନାଗରିକମାନଙ୍କ ସହିତ ନିଜ ଦେଶର ନାଗରିକଙ୍କୁ ଆନ୍ତର୍ଜାତିକ ଡ୍ରାଇଭିଂ ପରମିଟ୍ ଯୋଗାଇ ଦେବା ସହ ସମ୍ପୃକ୍ତ ସଦସ୍ୟ ରାଷ୍ଟ୍ରରେ ଭାରତୀୟଙ୍କ ପାଇଁ ଅନୁରୂପ ପରମିଟ୍ ପାଇବାକୁ ହକ୍ଦାର ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ