ସୁରକ୍ଷାକର୍ମୀଙ୍କୁ ବଡ ସଫଳତା । ସର୍ଚ୍ଚ ଅପରେସନ ବେଳେ ଏନକାଉଣ୍ଟରରେ ଟଳିଲେ ୩ ମାଓବାଦୀ । କଳାହାଣ୍ଡି ଜିଲ୍ଲା ଏମ.ରାମପୁରରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟରେ ୩ ଜଣ ମାଓବାଦୀ ପ୍ରାଣ ହରାଇଛନ୍ତି । ଟାପରାଙ୍ଗ ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ମାଓବାଦୀଙ୍କ ଗୁଳିରେ ଜଣେ ପୋଲିସ ଡିଏସପି ଆହତ ହୋଇଛନ୍ତି । ତାଙ୍କୁ ପ୍ରଥମେ ଏମ.ରାମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଆହତ ଡିଏସପିଙ୍କୁ ବଲାଙ୍ଗୀର ଭାମ ଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା