ଦୁଇ କଂଗ୍ରେସ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି । ଜଟଣୀ ବିଧାୟକ ସୁରେଶ ରାଉତରାୟ ଓ ମହମ୍ମଦ ମୋକିମଙ୍କୁ ଦଳୀୟ ବିଶୃଙ୍ଖଳା ପାଇଁ କଂଗ୍ରେସ ତରଫରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି । ଉଭୟଙ୍କୁ ୭ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦଳୀୟ ଶୃଙ୍ଖଳା ଭାଙ୍ଗିବାକୁ ନେଇ ନୋଟିସ ଜାରି କରାଯାଇଛି ବୋଲି କଂଗ୍ରେସ ଶୃଙ୍ଖଳା କମିଟି ଅଧ୍ୟକ୍ଷ କିଶୋର ପଟେଲ କହିଛନ୍ତି । ଏଦୁଇ ବିଧାୟକ ଗତ ପଦ୍ମପୁର ନିର୍ବାଚନରେ କଂଗ୍ରେସର ଶୋଚନୀୟ ପ୍ରଦର୍ଶନକୁ ନେଇ ଦଳ ବିରୋଧୀ ମନ୍ତବ୍ୟ ଦେଇଥିଲେ ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି