ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବସିବ କ୍ୟାବିନେଟ୍ ବୈଠକ । ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ । କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷିତାବିକାଶ, ଭିନ୍ନକ୍ଷମ ସଶକ୍ତିକରଣ, ରାଜସ୍ବ ବିଭାଗର ଅନେକ ଏଜେଣ୍ଡା ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା