ଡିପ୍ଫେକ୍ ଭିଡିଓ ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟ୍ଫର୍ମରେ ଭାଇରାଲ ହେଉଥିବାରୁ କେନ୍ଦ୍ର ସରକାର ଏହା ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହାକୁ ନେଇ ଖୁବ୍ଶୀଘ୍ର ବିଭିନ୍ନ ସୋସିଆଲ ମିଡିଆ ସଂସ୍ଥା ସହିତ ସରକାର ବୈଠକ କରିବେ । କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି ଯେ, ସରକାର ଖୁବ୍ଶୀଘ୍ର ଡିପ୍ଫେକ ପ୍ରସଙ୍ଗରେ ସାମାଜିକ ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହ ଆଲୋଚନା କରି ଏଥିରେ ଅଙ୍କୁଶ ଲଗାଇବା ଦିଗରେ ଜରୁରୀ ପଦକ୍ଷେପ ଗ୍ରହଣ କରିବେ। ଯଦି କୌଣସି ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଏ ସଂକ୍ରାନ୍ତ ପର୍ୟ୍ୟାପ୍ତ ପଦକ୍ଷେପ ଗ୍ରହଣ କରିବେ ନାହିଁ ତା’ହେଲେ ଆଇଟି ଅଧିନିୟମ ଅନୁଯାୟୀ ବିହୀତ ପଦକ୍ଷେପ ଗ୍ରହଣ କରାଯିବ ଏବଂ ସେମାନଙ୍କୁ ଆଉ ସୁରକ୍ଷା ଓ ସଂରକ୍ଷଣ ମିଳିବ ନାହିଁ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ