ଆସନ୍ତା ୮ ତାରିଖରେ ପ୍ରାକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ । ସୋମବାର ଅପରାହ୍ନ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବା ନେଇ ସୂଚନା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇବାର ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ଆଗରୁ ସୂଚନା ଦେଇଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା