ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ବିରୋଧରେ NBW ଜାରି । ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି । ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ । ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା