ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସ୍ୱାଧୀନତା ଦିବସ ପରି ଏକ ଜାତୀୟ ଉତ୍ସବରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିପାରିବେ ବୋଲି କହିଛନ୍ତି ସମୀର ରଞ୍ଜନ ଦାଶ । ସରକାରଙ୍କ ଗାଇଡଲାଇନ୍ ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପାଳିତ ହେବ । ସମଗ୍ର ଶିକ୍ଷାନୁଷ୍ଠାନରେ ପାଳିତ ହେବାକୁ ଥିବା ସ୍ୱାଧୀନତା ଦିବସରେ ସ୍କୁଲ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିପାରିବେ
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍