ଓଡ଼ିଶାରେ ତାମିଲନାଡୁ କ୍ରୀଡ଼ା ମନ୍ତ୍ରୀ । ହକି ବିଶ୍ବକପ୍ ପାଇଁ ନବୀନଙ୍କ ନିମନ୍ତ୍ରଣ ରଖି ଓଡ଼ିଶା ଆସିଛନ୍ତି ତାମିଲନାଡୁ କ୍ରୀଡ଼ା ମନ୍ତ୍ରୀ ଉଦ୍ଧୟାନିଧି ଷ୍ଟାଲିନ୍ । ସେ ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ସ୍ବାଗତ କରିଛନ୍ତି । ମେୟର ସୁଲୋଚନା ଦାସ, ରାଜ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବିଧାୟକ ପ୍ରଣବ ବଳବନ୍ତରାୟ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଉଦ୍ଧୟାନିଧି ଷ୍ଟାଲିନ ସ୍ବତନ୍ତ୍ର ଭାବେ ଟିମ୍ ଇଣ୍ଡିଆର ମ୍ୟାଚ୍ ଦେଖିବାକୁ ଆସିଛନ୍ତି । ରାତି ୭ଟାରେ କଳିଙ୍ଗରେ ହେବ ମ୍ୟାଚ୍ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା