ନରସିଂହପୁର ପଶ୍ଚିମ ବନାଞ୍ଚଳ ଅନ୍ତର୍ଗତ ଜୟପୁର ଜଙ୍ଗଲ ଖୋଲ ବିଟ୍ ତାମେରା ନାଳ ନିକଟରେ ଗୁଳିବିଦ୍ଧ ଦନ୍ତା ମୃତ୍ୟୁ ମାମଲା । ଉକ୍ତ ଘଟଣାରେ ଆଉ ଦୁଇ ଜଣଙ୍କୁ ଗିରଫ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତମାନେ ହେଲେ ନରସିଂହପୁର ଥାନା କାଠଖୁଣ୍ଟ ଗ୍ରାମର ୫୩ ବର୍ଷ ବୟସ୍କ ବୁଦ୍ଧିମାନ ରାଉତ ଓରଫ ବୁଦ୍ଧିଆ ଏବଂ ଜୟପୁର ଅନନ୍ତ ପ୍ରସାଦ ଗ୍ରାମର ୨୮ ବର୍ଷ ବୟସ୍କ ଜଳନ୍ଧର ନାୟକ ଓରଫ ଜଳିଆ । ତେବେ ପୂର୍ବରୁ ଏହି ଘଟଣାରେ ୩ ଜଣ ଗିରଫ ହୋଇଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା