ଆସନ୍ତା ୨୨ ତାରିଖରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି । ଅପରାହ୍ନ ସାଢ଼େ ୫ଟାରେ ଏହି ବୈଠକ ବସିବ । ୨୨ ତାରିଖରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ । ପଞ୍ଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଏଥିରେ ମଞ୍ଜୁରୀ ମିଳିପାରେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍