ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ଏହି ବୈଠକ ଅପରାହ୍ନ ସାଢ଼େ ୫ଟାରେ ବସିବ । ତେବେ ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ । ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି