ଦୁଇ ଦିନରେ ୪ ଲକ୍ଷ ୧୭ ହଜାର କୋଟି ଟଙ୍କାର କ୍ଷତି ସହିଲେ ଭାରତର ସବୁଠୁ ଧନୀ ଗୌତମ ଅଦାନୀ । ଆମେରିକୀୟ ସଂସ୍ଥା ହିଣ୍ଡେନବର୍ଗର ରିପୋର୍ଟ ପ୍ରକାଶ ପାଇବା ପରେ ଅଦାନୀ ଗ୍ରୁପ୍ ଅଧିନରେ ଥିବା କମ୍ପାନୀଗୁଡିକର ସେୟାର ମୂଲ୍ୟ ଲଗାତାର ଭାବେ ହ୍ରାସ ପାଇବାରେ ଲାଗିଛି । ତାଙ୍କର ସମ୍ପତିରେ ୪ ଲକ୍ଷ ୧୭ ହଜାର କୋଟି ଟଙ୍କା ହ୍ରାସ ପାଇବାରୁ ବିଶ୍ୱ ଧନୀ ତାଲିକାରେ ସେ ସପ୍ତମ ସ୍ଥାନକୁ ଖସିଆସିଛନ୍ତି । ଦୁଇ ଦିନରେ ଷ୍ଟକ ବଜାରରେ ଅଦାନୀ ଗ୍ରୁପର କମ୍ପାନୀଗୁଡିକର ସେୟାର ମୂଲ୍ୟ ହ୍ରାସ ଘଟିବାରୁ ଗୌତମ ଆଦାନୀଙ୍କୁ ବିପୁଳ କ୍ଷତି ସହିବାକୁ ପଡିଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ