ସାରା ରାଜ୍ୟରେ ଏବେ ଶୀତର ଲହରୀ । ସକାଳ ସମୟରେ ଅଳ୍ପ କିଛି ସ୍ଥାନରେ କୁହୁଡ଼ି ଥିବା ଦେଖିବାକୁ ମିଳିଛି । ବହୁ ସ୍ଥାନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି । ଏବେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଆସିଛି । ୧୦ ଡିଗ୍ରୀ ତଳେ ତିନି ସହର ତାପମାତ୍ରା ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ସହରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରେକର୍ଡ କରାଯାଇଛି । କନକ ବ୍ୟୁରୋ: ସାରା ରାଜ୍ୟରେ ଏବେ ଶୀତର ଲହରୀ । ସକାଳ ସମୟରେ ଅଳ୍ପ କିଛି ସ୍ଥାନରେ କୁହୁଡ଼ି ଥିବା ଦେଖିବାକୁ ମିଳିଛି । ବହୁ ସ୍ଥାନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି । ଏବେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ସ୍ଥିତିକୁ ଆସିଛି । ୧୦ ଡିଗ୍ରୀ ତଳେ ତିନି ସହର ତାପମାତ୍ରା ରେକର୍ଡ ହୋଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ସହରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରେକର୍ଡ କରାଯାଇଛି ।
More Stories
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି
ମାଗଣାରେ ଅପଡେଟ୍ କରିପାରିବେ ଆଧାର କାର୍ଡ୍
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି