୨୦୨୩ ପାଇଁ ଘୋଷଣା ହେଲା ରାଜ୍ୟପାଳ ପୋଲିସ ପଦକ । ୨୦ଜଣ ପୋଲିସ ଅଧିକାରୀଙ୍କୁ ଏହି ସମ୍ମନଜନକ ପଦକ ମିଳିବ । ଏଥିରେ ୨ଜଣ ଆଇଜିଙ୍କୁ ରାଜ୍ୟପାଳ ପୋଲିସ ପଦକ ମିଳିବ । ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ ପଦକ ମିଳିବ । ଗଞ୍ଜାମ ଓ ସମ୍ବଲପୁର ଏସପିଙ୍କୁ ମଧ୍ୟ ଏହି ସମ୍ମାନଜନକ ପଦକ ମିଳିବାର ସୂଚନା ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍