ଆସନ୍ତା ୨୧ରୁ ବିଧାନସଭା ବଜେଟ ଅଧିବେଶନ । ଫେବ୍ରୁଆରୀ ୨୪ରେ ବଜେଟ ଉପସ୍ଥାପିତ ହେବ । ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ଏହି ବଜେଟ ଅଧିବେଶନ ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବ । ୨ଟି ପର୍ଯ୍ୟାୟରେ ଏହି ବଜେଟ ଅଧିବେଶନ ହେବ । ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୨ ଯାଏଁ ପ୍ରଥମ ପର୍ୟ୍ୟାୟ ଅଧିବେଶନ ଚାଲିବ । ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ଯାଏଁ ଦ୍ୱିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନ ଚାଲିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା