() ଆଉ ୨୪ ଘଣ୍ଟାରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ପବନ ବୋହୁଥିବାବେଳେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ସେପଟେ ଏବେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହି ଥିବାବେଳେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେଉଛି । ଅନ୍ୟପଟେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ଆସନ୍ତାକାଲିଠୁ ଏନେଇ ବର୍ଷାର ପରିମାଣ ବଢିବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ