ଆଜିଠୁ ରାଜ୍ୟରେ ବଢିବ ଥଣ୍ଡା । ଆଜି ରାତିଠୁ ପାରଦ ଖସିବା ସହ ଅଧିକ ଶୀତ ଅନୁଭୂତ ହେବ । ରାତିର ତାପମାତ୍ରା ୨ ରୁ ୩ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗତ ଦୁଇ ଦିନ ହେବ ରାଜ୍ୟରେ ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ହୋଇଥିଲା । ହେଲେ ଏବେ ପୁଣି ଥରେ ଶୀତର ପ୍ରକୋପ ଦେଖିବାକୁ ମିଳିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍