ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ସ୍ବତନ୍ତ୍ର ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । ତେବେ ନୀତି ନିର୍ଘଣ୍ଟ ଅନୁସାରେ ସନ୍ଧ୍ୟା ୬ଟାରେ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବ । ଫଳରେ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବାର ଅନୁମାନ କରାଯାଉଛି । ତେବେ ଆଜିର ନୀତିକାନ୍ତି ଉପରେ ଏହି ଦର୍ଶନ ବନ୍ଦ ସମୟ ନିର୍ଭର କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା