ଦେଶରେ ଦୈନିକ ସଂକ୍ରମଣରେ ସାମାନ୍ୟ ବୃଦ୍ଧି । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪.୪୬ କୋଟିରେ ପହଞ୍ଚିଛି । ସଂକ୍ରମଣ ସ୍ଥିତି ଚିନ୍ତାଜନକ ନଥିଲେ ସୁଦ୍ଧା ଉଭୟ କେନ୍ଦ୍ର ଏବଂ ବିଭିନ୍ନ ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଏ ନେଇ ଔଷଧ ପ୍ରସ୍ତୁତକାରୀ କମ୍ପାନିଗୁଡ଼ିକ ସହ ଆଗୁଆ କରୋନା ପ୍ରସ୍ତୁତି ସଂକ୍ରାନ୍ତରେ ଏକ ଭର୍ଚୁଆଲ ବୈଠକ କରିଛନ୍ତି । ଦେଶରେ ଅତ୍ୟାବଶ୍ୟକ ଔଷଧର ସ୍ଥିତି ଏବଂ ଆଗୁଆ ସତର୍କତା ପଦକ୍ଷେପ ନେଇ ଆଲୋଚନା ହୋଇଛି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ