ଜେଲେନସ୍କିଙ୍କୁ ଭେଟିଛନ୍ତି ଇଂଲଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ । ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲଦାମିର ଜେଲେନସ୍କିଙ୍କୁ ଭେଟିଛନ୍ତି ଇଂଲଣ୍ଡର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକ । ଜେଲେନସ୍କିଙ୍କୁ ଭେଟି ୫୦୦ ନିୟୁତ ପାଉଣ୍ଡର ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି ସୁନକ । ଯାହା ୟୁକ୍ରେନକୁ ଋଷ ସହ ଲଢିବାକୁ ସହାୟକ ହେବ ବୋଲି କୁହାଯାଉଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍