ତୁର୍କୀରେ ଭୟଙ୍କର ଭୂମିକମ୍ପ । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିବା ଜଣାପଡିଛି । ତୁର୍କୀ ଗାଜିୟାଟେପ୍ ନିକଟରେ ୧୭. ୯ କିଲୋମିଟର ଗଭୀରତାରେ ଭୂମିକମ୍ପ କେନ୍ଦ୍ରୀଭୂତ ହୋଇଛି । ଆଜି ଭୋର ପାଖାପାଖି ୪ଟା ୧୭ ମିନିଟରେ ଭୂମିକମ୍ପ ହୋଇଛି । ଫଳରେ ଏଠାରେ ବଡ ଧରଣର କ୍ଷୟକ୍ଷତି ହୋଇଥିବା ସୂଚନା ରହିଛି । ବର୍ତ୍ତମାନ ସୁଧା ୫ରୁ ଅଧିକ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଉଛି ।
More Stories
ଶୀତରୁ ବଞ୍ଚିବାର ସହଜ ଉପାୟ
କାହିଁକି ଅଟକିଲା ସାହିତ୍ୟ ଅକାଡେମୀ ଆୱାର୍ଡ
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ