ଉତ୍ତରାଖଣ୍ଡ ଉତ୍ତରକାଶୀରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅପରେସନ ଜିନ୍ଦଗୀ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି ସ୍ଥାନୀୟ ସରକାର । ଏଥିପାଇଁ ଅଷ୍ଟ୍ରେଲିଆର ଜଣେ ମାଇକ୍ରୋ ଟନେଲ ବିଶେଷଜ୍ଞ ଉତରକାଶୀ ପହଂଚିସାରିଛନ୍ତି । ଯୋଜନା ଅନୁସାରେ ଟନେଲ ଉପରୁ କଟାଯାଇ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର କରାଯିବ । ଟନେଲ ଭିତରୁ ଶ୍ରମିକଙ୍କୁ ଏୟାରଲିଫି୍ଟ କରିିବାକୁ ଯୋଜନା ରହିଛି । ପ୍ଲାନ୍-ବି ପାଇଁ ରେଲୱେ ଓ ନରୱେର ଏକ୍ସପର୍ଟ ଟିମ୍ ମଧ୍ୟ କାମ କରୁଥିବା ଜଣାଯାଇଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ