ଆଜି ବିଶ୍ୱର ଜନସଂଖ୍ୟା ୮ ବିଲିୟନ ବା ୮୦୦ କୋଟି ଟପିବ । ଏନେଇ ଜାତିସଂଘ ମହାସିଚବ ଆଣ୍ଟୋନିଓ ଗୁଟେରସ ସୂଚନା ଦେଇଛନ୍ତି । ବାର୍ଷିକ ବିଶ୍ୱ ଜନସଂଖ୍ୟା ରିପୋର୍ଟରେ କୁହାଯାଇଛି ଯେ ଆସନ୍ତା ୨୦୨୩ ସୁଦ୍ଧା ଭାରତ ସର୍ବାଧିକ ଜନବହୁଳ ରାଷ୍ଟ୍ର ଭାବେ ଚୀନକୁ ପଛରେ ପକାଇ ଦେବ । ଅର୍ଥାତ୍ ଜନସଂଖ୍ୟାରେ ଚୀନକୁ ଟପିଯିବ ଭାରତ । ଏହାର କାରଣ ହେଉଛି ଚୀନର ଏକ ସନ୍ତାନ ନୀତି । ଯାହା ୧୯୮୦ରୁ ଲାଗୁ ହୋଇ ୨୦୧୫ରେ ଶେଷ ହୋଇଛି । ହେଲେ ଏଠାରେ ଦମ୍ପତି ଏବେ ମଧ୍ୟ ଗୋଟିଏ ସନ୍ତାନ ଜନ୍ମ ଦେବାକୁ ଚାହୁଁଛନ୍ତି । କିନ୍ତୁ ଚୀନ ସରକାର ସେମାନଙ୍କଠାରୁ ୩ ସନ୍ତାନ ଚାହୁଁଛନ୍ତି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍