ଆଜି ଠାରୁ ଭାରତରେ ଆରମ୍ଭ ହେବାକୁ ଯାଉଛି ଫାଇଭ-ଜି ସେବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଏହି ସେବାର ଶୁଭାରମ୍ଭ କରିବେ । ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଡିଆ ମୋବାଇଲ୍ କଂଗ୍ରେସ କାର୍ଯ୍ୟକ୍ରମରେ ମୋଦୀ ୫ଜି ସେବାର ଶୁଭାରମ୍ଭ କରିବେ । ତିନି ପ୍ରମୁଖ ଟେଲିକମ ଅପରେଟର୍ ପ୍ରଧାନମନ୍ତ୍ରୀଙ୍କ ଆଗରେ ୫-ଜି ଜ୍ଞାନକୌଶଳର ଉପସ୍ଥାପନ କରିବେ । ଏହି ଅବସରରେ ରିଲାଏନ୍ସ ଜିଓର ମୁକେଶ ଅମ୍ବାନୀ, ଏୟାରଟେଲର ସୁନୀଲ ମିତଲ ଓ ଭୋଡାଫୋନ୍-ଆଇଡିଆର କୁମାର ମଙ୍ଗଳମ ଉପସ୍ଥିତ ରହିବେ । ତେବେ ବଛାବଛା କିଛି ସହରରେ ୫-ଜି ସେବାର ଶୁଭାରମ୍ଭ ହେବ ଏବଂ ଆଗାମୀ କିଛି ବର୍ଷ ମଧ୍ୟରେ ଧୀରେ ଧୀରେ ଏହାକୁ ସମଗ୍ର ଦେଶରେ ବିସ୍ତାର କରାଯିବ ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ