ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନରେ ୭୧ ହଜାର ଯୁବ ପ୍ରତିଭାଙ୍କୁ ନିଯୁକ୍ତିପତ୍ର ଦେଇଛନ୍ତି । ସରକାରଙ୍କ ପକ୍ଷରୁ ଆୟୋଜିତ ବିଶାଳ ରୋଜଗାର ମେଳା କାର୍ଯ୍ୟକ୍ରମରେ ମୋଦି ଭିଡିଓ କନଫରେନ୍ସିଂ ଦ୍ୱାରା ଯୋଗ ଦେଇଥିଲେ । ଏହି ସମୟରେ ସେ ପୂର୍ବରୁ ଚାକିରି ପାଇଥିବା ଯୁବକଯୁବତୀଙ୍କ ସହ କଥାବାର୍ତ୍ତା ମଧ୍ୟ ହୋଇଥିଲେ । ଏହାପରେ ସେ ଆଉ ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିଥିଲେ । ନୂଆ କରି ଚାକିରି ପାଇଥିବା ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରିଛନ୍ତି । ସେମାନେ ମଧ୍ୟ କର୍ମଯୋଗୀ ପରବ୍ରହ୍ମ ମଡ୍ୟୁଲ ସମ୍ପର୍କରେ ନିଜର ଅଭିଜ୍ଞତା ସମ୍ପର୍କରେ କହିଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ