The Topmost

“The eyes believe themselves, the ears believe other people.”

ସଂସଦରେ ବଜେଟ ଅଧିବେଶନ ଆରମ୍ଭ

ସଂସଦରେ ବଜେଟ ଅଧିବେଶନ ଆରମ୍ଭ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ଅମୃତ କାଳର ଏହା ପ୍ରଥମ ବଜେଟ । ଏହି ବଜେଟରେ ମହିଳା, ଚାଷୀ, ପଛୁଆବର୍ଗଙ୍କୁ ଧ୍ୟାନ ଦିଆଯାଇଛି । ଭାରତୀୟ ଅର୍ଥବ୍ୟବସ୍ଥା ଏବେ ସବୁଠୁ ଦ୍ରୁତ ଅଭିବୃଦ୍ଧିର ଅର୍ଥବ୍ୟବସ୍ଥା । କରୋନା ସତ୍ତେ୍ୱ ମଧ୍ୟ ସଠିକ ରାସ୍ତାରେ ରହିଛି ଭାରତୀୟ ଅର୍ଥବ୍ୟବସ୍ଥା । ଭାରତର ଚ୍ୟାଲେଞ୍ଜର ସାମ୍ନା କରିଛି, ଅନ୍ୟଙ୍କୁ ସହଯୋଗର ହାତ ବଢାଇଛି । କରୋନା କାଳରେ ୮୦ କୋଟି ଲୋକଙ୍କୁ ମାଗଣାରେ ଚାଉଳ ଯୋଗାଇ ଦିଆଯାଇଛି । ସବକା ପ୍ରୟାସ ମନ୍ତ୍ର ଜରିଆରେ ସମସ୍ତଙ୍କର ଜୀବନରେ ସୁଧାର ଅଣାଯାଇଛି ।