ଆଜି ବିଶ୍ୱ କର୍କଟ ଦିବସ । ବିଶ୍ୱରେ ସର୍ବାଧିକ ପ୍ରତି ୬ ଜଣରେ ଜଣେ କ୍ୟାନସରରେ ଆକ୍ରାନ୍ତ ହେଉଛନ୍ତି । ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଫେବ୍ରୁଆରୀ ୪ ତାରିଖରେ ପାଳିତ ହେଉଛି ବିଶ୍ୱ କ୍ୟାନସର ଦିବସ । ଲୋକଙ୍କୁ ସଠିକ ଭାବେ ସଚେତନ କରିବା ଆଜି ଦିନର ମୁଖ୍ୟ ଉଦ୍ଦେଶ୍ୟ । ଏହି ମାରାତ୍ମକ ରୋଗ ବିରୋଧରେ ମିଳିତ ଲଢ଼େଇର ଆବଶ୍ୟକତା ରହିଛି । ଲୋକମାନଙ୍କ ମଧ୍ୟରେ ଏହାକୁ ନେଇ ଅନେକ ଭୁଲ ଧାରଣା ରହିଛି । ଯାହାକୁ ଦୂରେଇ ସଚେତନ ହେବାର ଆବଶ୍ୟକତା ରହିଛି । ଏବେ ବିଶେଷକରି ରକ୍ତ, ମୁଖ ଗହ୍ୱର ଓ ଜରାୟୁ କର୍କଟ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ତେବେ ଓଡ଼ିଶାରେ କ୍ୟାନସର ଚିକିତ୍ସା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍