ପରଲୋକରେ ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶରଫ । ପାକିସ୍ତାନ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇଛି । ଦୁବାଇର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଛି । ଏହାପୂର୍ବରୁ ମଧ୍ୟ ତାଙ୍କର ମୃତ୍ୟୁ ଖବର ସୋସିଆଲ ମିଡିଆରେ ପ୍ରଚାର ହୋଇଥିବାବେଳେ ଏହାକୁ ଖଣ୍ଡନ କରିଥିଲେ ତାଙ୍କ ପରିବାର ଲୋକେ । ତେବେ ଅନେକ ଦିନ ଧରି ବିଭିନ୍ନ ଶାରୀରିକ ସମସ୍ୟା ଯୋଗୁଁ ଚିକିତ୍ସାଧିନ ଥିଲେ । ବିଶେଷ କରି ‘ଅମାଇଲାଇଡୋସିସ’ ନାମକ ବିରଳ ରୋଗରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ